ପୁରୀ (ଏଟିଆର ବ୍ୟୁରୋ): ଓଡିଶା ଆସିଛନ୍ତି ବଲିଉଡ ସୁପରଷ୍ଟାର ମିଥୁନ୍ ଚକ୍ରବର୍ତ୍ତୀ । ପୁରୀ ଶ୍ରୀମନ୍ଦିରରେ ପହଁଚି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ମିଥୁନ୍ ଦା । ଗତକାଲି ରତ୍ନସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ପରେ ମା ବିମଳା, ମା ଲକ୍ଷ୍ମୀ ସାଆନ୍ତାଣୀ ଏବଂ ଅନ୍ୟାନ୍ୟ ପାଶ୍ୱର୍ଦେବାଦେବୀଙ୍କୁ ଦର୍ଶନ କରିଥିଲେ ମିଥୁନ୍ ଚକ୍ରବର୍ତ୍ତୀ । ଦର୍ଶନ କରି ନିଜକୁ ଶକ୍ତି ଦିଅନ୍ତୁ ବୋଲି ମହାପ୍ରଭୁଙ୍କୁ ସେ ପ୍ରାର୍ଥନା କରିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024