ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ୟୁକ୍ରେନରେ ଋଷ ସେନାର ଆତଙ୍କ ଜାରି ରହିଛି । ଏଭଳି ପରିସ୍ଥିତିରେ ସେଠାରେ ଫସି ରହିଥିବା ଅନ୍ୟ ଦେଶର ନାଗରିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢିଚାଲିଛି। ଏବେ ଭାରତରେ ମଧ୍ୟ ଏହି ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଉଛି । ଉକ୍ତ ପ୍ରସଙ୍ଗରେ ଚିନ୍ତା ପ୍ରକଟ କରି ଜଣେ ଓକିଲ ସୁପ୍ରିମକୋର୍ଟରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରଙ୍କ ପ୍ରସଙ୍ଗ ଉଠାଇଛନ୍ତି ଏବଂ ଶୀଘ୍ର ଭାରତୀୟ ଛାତ୍ରମାନଙ୍କୁ ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି। ଏହି ଆବେଦନର ଜବାବ ଦେଇ ସିଜେଆଇ ଏନଭି ରମଣ କହିଛନ୍ତି ଯେ ଛାତ୍ରମାନଙ୍କ ପ୍ରତି ଆମର ସହାନୁଭୂତି ଅଛି କିନ୍ତୁ କୋର୍ଟ ଏଥିରେ କିଛି କରିପାରିବେ ନାହିଁ। ସୁପ୍ରିମକୋର୍ଟ କହିଛନ୍ତି ଯେ ପୁଟିନଙ୍କୁ ଯୁଦ୍ଧ ବନ୍ଦ କରିବାକୁ ଆମେ ନିର୍ଦ୍ଦେଶ ଦେଇ ପାରିବୁ ନାହିଁ। ଏହା ଆମର ଅଧିକାରରେ ନାହିଁ । ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆମେ ଆଟର୍ଣ୍ଣି ଜେନେରାଲଙ୍କୁ ପଚାରିବୁ ଏହି ପ୍ରସଙ୍ଗରେ ଆଉ କ’ଣ କରାଯାଇପାରିବ?
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024