ଶ୍ରୀନଗର (ଏଟିଆର ବ୍ୟୁରୋ): ଜାମ୍ମୁ କାଶ୍ମୀରର ପୁଲୱାମାରେ ଆଜି ସକାଳୁ ପୁଣି ଗୁଳିମାଡ ଆରମ୍ଭ ହୋଇଯାଇଛି । ଏହି ଗୁଳି ବିନିମୟରେ ୩ଜଣ ଆତଙ୍କ ବାଦୀ ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ଗିରଫ ହୋଇଥିବା ଆତଙ୍କବାଦୀମାନେ ହିଜବୁଲ ମୁଜାହିଦ୍ଦିନର ବୋଲି ସୂଚନା ମିଳିଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ହ୍ୟାଣ୍ଡ ଗ୍ରେନେଡ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ ଜାମ୍ମୁକାଶ୍ମୀର ପୋଲିସ, ସେନାର ୫୦ ରାଷ୍ଟ୍ରୀୟ ରାଇଫଲ ଏବଂ ସିଆରପିଏଫର ମିଳିତ ଉଦ୍ୟମରେ ଏହି ଏନକାଉଣ୍ଟର ଜାରି ରହିଛି ।
ପୂରା ଅଞ୍ଚଳକୁ ସିଲ କରିଦିଆଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଦିଆଯାଇଛି । ତେବେ ଏହି ଗୁଳି ବିନିମୟରେ ୨ଯବାନ ଆହତ ହୋଇଥିବା ସୂଚନା ମିଳିଛି । ପୁଲୱାମାରେ ଗତକାଲି ମଧ୍ୟ ସୁରକ୍ଷାବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା । ସେହି ସମୟରେ ଏକ ଘର ଭିତରେ ୨ ଜଣ ଆତଙ୍କବାଦୀ ଲୁଚି ଥିଲେ । ସେଠାରେ ଯବାନମାନେ ଗୁଳି କରିଥିଲେ । ଏହା ପରେ ତଲାଶୀ ଅଭିଯାନ ଚାଲିଥିଲା । ଆଖପାଖ ଅଂଚଳରେ ଅପରେଶନ ଜାରି ରହିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024