ଭୁବନେଶ୍ୱର (ଏଟିଆର ବ୍ୟୁରୋ ) ; ରାଜ୍ୟରେ ଡେଙ୍ଗୁର ପ୍ରକୋପ କମିନଥିବା ବେଳେ ଏବେ ଡାଇରିଆ ରୋଗକୁ ନେଇ ଚିନ୍ତା ବଢିବାରେ ଲାଗିଛି । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ ଖେଳୁଛି ଡେଙ୍ଗୁ ଆତଙ୍କ । ବିଶେଷ କରି ଥୁଆମୁଳ ରାମପୁରରେ ଡାଇରିଆର ପ୍ରଭାବ ଅନେକ ମାତ୍ରାରେ ଦେଖାଦେଇଛି । ଗ୍ରାମରେ ଝାଡା ବାନ୍ତିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଅନ୍ୟପଟେ ଏବେ ଆଉ ୩ ଜଣ ଡାଇରିଆରେ ଆକ୍ରାନ୍ତ ହୋଇ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।
ତେବେ ଡାଇରିଆର ମୁକାବିଲା ଲାଗି ଗ୍ରାମରେ ଏକ ମେଡିକାଲ ଟିମ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଭିନ୍ନ ଗ୍ରାମରେ ଡାଇରିଆ ଜନିତ ରୋଗର ପ୍ରତିକାର ପାଇଁ ସଚେତନତା ସୃଷ୍ଟି କରୁଛି । ବିଶେଷ କରି ପିଇବା ପାଣିର ସାମସ୍ୟା ଗ୍ରାମ ମାନଙ୍କରେ ରହିଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ରାମରେ ଓଆରଏସ ପାଉଡର ବଣ୍ଟନ କରାଯାଉଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024