ଭୁବନେଶ୍ୱର (ଏଟିଆର ବ୍ୟୁରୋ ) ; ସ୍କୁଟି ଉପରେ ମାଡିଗଲା ଟ୍ରକ । ଦୁଇଜଣ ହେଲେ ଗୁରୁତ୍ତର ଆହତ । ଘଟଣା ଟି ବାଲିହନ୍ତା ଅଞ୍ଚଳର ବୋଲି ଜଣା ପଡିଛି । ସ୍କୁଟିରେ ଦୁଇଜଣ ଅସୁଥିବା ବେଳେ ପଛପଟୁ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣ ମହିଳା ଗୁରୁତ୍ତର ଆହତ ହୋଇଥିବା ଜଣା ପଡିଛି । ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତୀ କରାଯାଇଥିବା ର ଜଣା ପଡିଛି । ଦୁର୍ଘଟଣାରେ ସ୍କୁଟିଟି ସମ୍ପୁର୍ଣ୍ଣ ଭାଙ୍ଗି ଯାଇଛି । ସ୍ଥାନୀୟ ଲୋକେ ଉତ୍ୟକ୍ତ ହୋଇ ଟ୍ରକରେ ନିଆଁ ଲଗାଇବାକୁ ଉଦ୍ୟମ କରିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024