ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଦିନକୁ ଦିନ କୋରୋନା ମହାମାରୀ ସଂକ୍ରମଣ ବଢିବାକୁ ଲାଗିଛି । ଏହା ସାରା ବିଶ୍ୱବ୍ୟାପି ହୋଇଗଲାଣି । କୋରୋନାକୁ ନେଇ ବର୍ତ୍ତମାନ ଭାରତର ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୧ ମିଲିୟନରୁ ଅଧିକ ଟପିଲାଣି ।ଓଡିଶାରେ ମଧ୍ୟ ଦିନକୁ ଦିନ କୋଭିଡ-୧୯ କେସ ବଢିବାକୁ ଲାଗିଛି । ଏହି ମହାମାରୀରୁ ଅନେକ ଭଲ ହେଉଥିବା ବେଳେ କିଛି ଲୋକଙ୍କର ଜୀବନ ମଧ୍ୟ ଚାଲି ଯାଉଛି କିନ୍ତୁ କୋଭିଡ-୧୯ରୁ ଜଦି କିଛି ରୋଗୀ ସୁସ୍ଥ ହେଉଛନ୍ତି ତାହା ସମ୍ଭବ ହୋଇ ପାରିଛି ଡାକ୍ତର, ନର୍ସ , ଆଶା କର୍ମୀ , ପୋଲିସ ଓ ଜରୁରୀ କାଳିନ ପରିସ୍ଥିତିରେ ଲୋକଙ୍କୁ ସହାୟତା ପ୍ରଦାନ କରୁଥିବା କୋରୋନା ଯୋଦ୍ଧାଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ନିିବେଦନ କରିଛନ୍ତି ।
ଆସନ୍ତାକାଲି ଓଡିଶାରେ ଆରୋଗ୍ୟଙ୍କ ସଂଖ୍ୟା ପଚିଶ ହଜାର ଅତିକ୍ରମ କରିବ। କୋଭିଡ ଯୁଦ୍ଧରେ ରାଜ୍ୟର ସଂଗ୍ରାମରେ ଏହା ହେଉଛି ଏକ ବଡ ଘଟଣା। ସମସ୍ତଙ୍କ ସହଯୋଗରେ ଓ ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କୋରୋନା ରୋଗୀଙ୍କର ଅଧିକ ଜୀବନ ରକ୍ଷା ହୋଇ ପାରିଛି। ଓଡିଶାରେ ୦.୫୭ ପ୍ରତିଶତ ଅଟେ, ଯାହାକି ସାରା ଦେଶରେ ସବୁଠାରୁ କମ୍ । ବର୍ତ୍ତମାନ ଲୋକଙ୍କ ସୁରକ୍ଷା ଆମର ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ । ତେଣୁ ଆଜି ସନ୍ଧ୍ୟା ୬ ଟାରେ ଏକ ମିନିଟ ପାଇଁ ଓଡିଶାବାସୀଙ୍କୁ କୋଭିଡ ଯୋଦ୍ଧାଙ୍କ ପାଇଁ ନିରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024