ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା ପାଞ୍ଚ ଦିନ ଯାଏଁ ରାଜ୍ୟରେ ଶୀତର ମାତ୍ରା ବୃଦ୍ଧି ପାଇବାକୁ ଯାଉଛି ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୁର୍ବାନୁମାନ କରାଯାଇଛି । ଅସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲା କୋରାପୁଟ, ମାଲକାନାଗିରି, ରାୟଗଡା, ଗଜପତି ରେ ହାଲକା ବର୍ଷା ସହିତ ତୁଷାର ପାତ ହେବାର ମଧ୍ୟ ସମ୍ଭାବନା ରହିଛି ।
ପାଣିପାଗ ବିଶେଷଜ୍ଞଙ୍କ ସୂଚନାନୁସାରେ, ୩ତାରିଖ ରାତିରୁ ଅଭ୍ୟନ୍ତରିଣ ଓଡ଼ିଶାରେ ଥଣ୍ଡା ବଢିବା ସହିତ ଦିନର ତାପମାତ୍ରା ବି କମିବ । କେନ୍ଦୀୟ ଭାରତରେ ଗୁରୁଚାପ ବଳୟ ଫଳରେ ୩ତାରିଖ ଠାରୁ ରାଜ୍ୟରେ ଉତ୍ତରା ପବନ ବହିବ ତେବେ ୫ତାରିଖରୁ ପଶ୍ଚିମବଙ୍ଗ ଦେଇ ରାଜ୍ୟକୁ ପୂର୍ବା ପବନ ବହିବ, ଯାହାକି ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ଲାଗିରହିବ । ଆସନ୍ତା ୧୦ ତାରିଖ ଯାଏଁ ପାଗ ଶୁଖିଲା ରହିବା ସହିତ ଶୀତ ବଢିବ ବୋଲି ଅନୁମାନ କରାଯାଉଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024