ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା ପାଞ୍ଚ ଦିନ ଯାଏଁ ରାଜ୍ୟରେ ଶୀତର ମାତ୍ରା ବୃଦ୍ଧି ପାଇବାକୁ ଯାଉଛି ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୁର୍ବାନୁମାନ କରାଯାଇଛି । ଅସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲା କୋରାପୁଟ, ମାଲକାନାଗିରି, ରାୟଗଡା, ଗଜପତି ରେ ହାଲକା ବର୍ଷା ସହିତ ତୁଷାର ପାତ ହେବାର ମଧ୍ୟ ସମ୍ଭାବନା ରହିଛି ।
ପାଣିପାଗ ବିଶେଷଜ୍ଞଙ୍କ ସୂଚନାନୁସାରେ, ୩ତାରିଖ ରାତିରୁ ଅଭ୍ୟନ୍ତରିଣ ଓଡ଼ିଶାରେ ଥଣ୍ଡା ବଢିବା ସହିତ ଦିନର ତାପମାତ୍ରା ବି କମିବ । କେନ୍ଦୀୟ ଭାରତରେ ଗୁରୁଚାପ ବଳୟ ଫଳରେ ୩ତାରିଖ ଠାରୁ ରାଜ୍ୟରେ ଉତ୍ତରା ପବନ ବହିବ ତେବେ ୫ତାରିଖରୁ ପଶ୍ଚିମବଙ୍ଗ ଦେଇ ରାଜ୍ୟକୁ ପୂର୍ବା ପବନ ବହିବ, ଯାହାକି ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ଲାଗିରହିବ । ଆସନ୍ତା ୧୦ ତାରିଖ ଯାଏଁ ପାଗ ଶୁଖିଲା ରହିବା ସହିତ ଶୀତ ବଢିବ ବୋଲି ଅନୁମାନ କରାଯାଉଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024