ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଏହି ମହାମାରି ଏବେ ଓଡିଶାରେ ସଂକ୍ରମଣ ବଢାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଦୁଇ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୭୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୨୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪୮ ଜଣଙ୍କର ମୃତ୍ୟୁ କରୋନା ପାଇଁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ପାଇଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024