ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଏହି ମହାମାରି ଏବେ ଓଡିଶାରେ ସଂକ୍ରମଣ ବଢାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଦୁଇ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୭୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୨୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪୮ ଜଣଙ୍କର ମୃତ୍ୟୁ କରୋନା ପାଇଁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ପାଇଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024