ଭୁବନେଶ୍ୱର (ଏଟିଆର ବ୍ୟୁରୋ ) ; ସାରା ରାଜ୍ୟରେ ବର୍ଷୁଛି ଲଘୁଚାପ ବର୍ଷା । ଉତ୍ତରପୁର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଘନୀଭୁତ ହେବାରୁ ଏହା ଧୀରେ ଧୀରେ ଲଘୁଚାପର ରୂପ ନେବାକୁ ଯାଉଛି । ତେବେ ଏହାର ପ୍ରଭାବ ସିଧାସଳଖ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ପଡିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଳ୍ପ ବହୁତେ ବର୍ଷା ହୋଇସାରିଲାଣି । ଏବେ ବି ଅନେକ ସ୍ଥାନରେ ବର୍ଷା ଜାରିରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ୧୧ ମିମି ବର୍ଷା ହୋଇଥିବା ବେଳେ ଭଦ୍ରକରେ ୮, ସୁନ୍ଦରଗଡ଼ରେ ୮, ଝାରସୁଗୁଡ଼ାରେ ୬, ସମ୍ବଲପୁରରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହେବା ଆଶଙ୍କା କରାଯାଇଛି । ଏଥିପାଇଁ ବହୁ ଜିଲ୍ଲାକୁ ମଧ୍ୟ ସତର୍କ ରହିବାକୁ ମଧ୍ୟ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024