ଭୁବନେଶ୍ୱର (ଏଟିଆର ବ୍ୟୁରୋ ) ; ସାରା ରାଜ୍ୟରେ ବର୍ଷୁଛି ଲଘୁଚାପ ବର୍ଷା । ଉତ୍ତରପୁର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଘନୀଭୁତ ହେବାରୁ ଏହା ଧୀରେ ଧୀରେ ଲଘୁଚାପର ରୂପ ନେବାକୁ ଯାଉଛି । ତେବେ ଏହାର ପ୍ରଭାବ ସିଧାସଳଖ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ପଡିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଳ୍ପ ବହୁତେ ବର୍ଷା ହୋଇସାରିଲାଣି । ଏବେ ବି ଅନେକ ସ୍ଥାନରେ ବର୍ଷା ଜାରିରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ୧୧ ମିମି ବର୍ଷା ହୋଇଥିବା ବେଳେ ଭଦ୍ରକରେ ୮, ସୁନ୍ଦରଗଡ଼ରେ ୮, ଝାରସୁଗୁଡ଼ାରେ ୬, ସମ୍ବଲପୁରରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହେବା ଆଶଙ୍କା କରାଯାଇଛି । ଏଥିପାଇଁ ବହୁ ଜିଲ୍ଲାକୁ ମଧ୍ୟ ସତର୍କ ରହିବାକୁ ମଧ୍ୟ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024