କୋରାପୁଟ (ଏଟିଆର ବ୍ୟୁରୋ ) ; ଘର ଭିତରେ ଲାଗିଲା ନିଆଁ । ଜଳିଗଲା ୬ ବର୍ଷର ନିରୀହ ଶିଶୁକନ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ତାର ଗ୍ରାମରେ । ଗ୍ରାମରେ ଅଗ୍ନିକାଣ୍ଡ ଘଟିବାରୁ ଜଣେ ୬ ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଥିବାର ସୁଚନା ମିଳିଛି । ଖାଲି ସେତିକି ନୁହେଁ ଏହି ଦୁଃଖଦ ଘଟଣାରେ ଜଣେ ମହିଳା ଏବଂ ନିଜ ୬ ମାସର ଶିଶୁପୁତ୍ର ମଧ୍ୟ ପୋଡିଯାଇଥିବାର ଜଣାପଡିଛି । ତେବେ ଉଭୟ ମା ଏବଂ ପୁଅକୁ ଗୁରୁତ୍ତର ଅବସ୍ଥା ପ୍ରଥମେ ବରିଗୁମ୍ମା ଓ ପରେ ଜୟପୁର ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା । ତେବେ ସେଠାରେ ସେମାନଙ୍କର ସ୍ୱାସ୍ଥ୍ୟବସ୍ଥା ଅଧିକ ଜଟିଳ ହେବାରୁ ମା ଏବଂ ପୁଅକୁ ଗୁରୁତ୍ତର ଅବସ୍ଥାରେ କୋରାପୁଟ ଡାକ୍ତରଖାନାକୁ ପଠାଯାଇଛି । ସେମାନଙ୍କର ଚିକିତ୍ସା ଜାରି ରହିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024