କିଛି ଦିନହେବ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ବର୍ଷା ଲାଗି ରହିଛି । ତେଣୁ ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଏବେ ଜଳ ମଗ୍ନ । ଏଥିରୁ ବାଦ ପଡି ନାହିଁ ମାଲକାନଗିରି । ପ୍ରବଳ ବର୍ଷା ହେବା କାରଣରୁ ମାଲକାନଗିରି ଜିଲ୍ଲାର ସବୁ ନଦୀରେ ଜଳସ୍ତର ବୃଦ୍ଧି ହେବାରେ ଲାଗିଛି । ବାଲିମେଳା ରାସ୍ତାର କୋରୁକୋଣ୍ଡା ନଦୀ ପୋଲ ଉପରେ ପ୍ରାୟ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି । ସମସ୍ତ ଯାନବାହନ ଅଟକି ରହିଛି । ଫଳରେ ସ୍ଥାନୀୟ ଲୋକ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ସାବେରୀ ଓ ସିଲେରୁ ନଦୀରେ ବର୍ଷା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ମାଲକାନଗିରି ଜିଲ୍ଲାରେ ବନ୍ୟା ହେବାର ଆଶଙ୍କା ଦେଖାଦେଇଛି । ସେପଟେ ଲଗାଣ ବର୍ଷାଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା କରି ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024