ଭବାନୀପାଟଣା (ଏଟିଆର ବ୍ୟୁରୋ ) ; ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ ଦେବାନ ସାହେବପଡାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ତେବେ ମୃତ ଯୁବକ ଜଣକ ଜୁନାଗଟ ଥାନା ନିକଟ ମକରସୋଲା ଗ୍ରାମର ନବ ପଟେଲ ବୋଲି ଜଣାପଡିଛି । ଏକ ମେଡିସିନ କମ୍ପାନୀରେ ଏମଆର ଭାବେ ନବ ପଟେଲ କାମ କରୁଥିବା ବେଳେ ସେ ୩ ବର୍ଷ ହେବ ଭବାନୀପାଟଣା ସହରରେ ଏକ ଭଡା ଘରେ ରହୁଥିଲେ । ସେପଟେ ପୋଲିସର କହିବା ଅନୁସାରେ ଗତକାଲି ରାତି ୯.୩୦ ସମୟରେ ନବ ପଟେଲ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନଥିବା ବେଳେ ତାଙ୍କ ଝୁଲନ୍ତା ମୃତଦେହ ନିକଟରେ ଏକ ସୁଇସାଇଡ ନୋଟ ମିଳିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ମୃତଦେହକୁ ପୋଲିସ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024