ଭୁବନେଶ୍ୱର,୧୦ା୨/(ବ୍ୟୁରୋ): ରୋଗୀ ମୃତ୍ୟୁକୁ ନେଇ କ୍ୟାପିଟାଲ ହସପିଟାଲରେ ଉତ୍ତେଜନା । ପ୍ରବଳ ପାଟିତୁଣ୍ଡ ସାଙ୍ଗକୁ ହୋହାଲ୍ଲାରେ ଉଠୁଛି ପଡୁଛି ପୂରା ହସପିଟାଲ । ଡାକ୍ତର ଚିକିତ୍ସାରେ ଅବହେଳା ଆଣିଥିବା ଅଭିଯୋଗ ନେଇ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି । ତେବେ ଏହି ହୋହାଲ୍ଲା ଭିତରେ ଜଣେ ପୁଲିସ କର୍ମଚାରୀ ଆହତ ହୋଇଥିବା ନେଇ ଖବର ମିଳିଛି । ସେପଟେ ୫ଜଣଙ୍କୁ ଏବେ ଅଟକ ରଖାଯାଇଛି । ଉତ୍ତେଜନା ଲାଗି ରହିଥିବାରୁ ପୁଲିସ ପୂରା ଘଟଣା ଉପରେ ନଜର ରଖିଛି ।
JUST IN
-
ହିଟ୍ ୱେଭ ପାଇଁ ଆଜି ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | 29 May 2024
-
ଶେଷ ପର୍ଯ୍ୟାୟ ନିର୍ବାଚନ, ଆଜି ଓଡିଶାର ୩ ଟି ସ୍ଥାନରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି | 29 May 2024
-
ଆଗାମୀ ୪ ଦିନ ମଧ୍ୟରେ କେରଳ ଛୁଇଁବ ମୌସୁମୀ ବାୟୁ | 28 May 2024
-
ରାଜ୍ୟରେ ଆଜିଠୁ ପୁଣି ବଢିବ ତାପମାତ୍ରା | 28 May 2024
-
ମାଟ୍ରିକ ରେଜଲ୍ଟ ରିଚେକିଂ ପାଇଁ ଏହି ତାରିଖରୁ କରିପାରିବେ ଆବେଦନ | 26 May 2024
-
ମାଟ୍ରିକ ରେଜଲ୍ଟ ପ୍ରକାଶ | 26 May 2024
-
ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ | 23 May 2024
-
ଭୁବନେଶ୍ୱରରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରୋଡ୍ ସୋ | 22 May 2024
-
ନୃସିଂହ ଚତୁର୍ଦ୍ଦଶୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୃସିଂହ ଦେବଙ୍କ ଜନ୍ମ ବିଧି | 22 May 2024
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024