ଭୁବନେଶ୍ୱର,(ଏଟିଆର ବ୍ୟୁରୋ): ଅସରାଏ ବର୍ଷାରେ ପୂରା ଦୋହଲି ଗଲା ଚିତ୍ର । ପର୍ଯ୍ୟଟନସ୍ଥଳୀ କୁହାଯାଉଥିବା କୋଣାର୍କ ହାଲତ ଏକଦମ ବିଗିଡିଗଲା । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ଏବେ ଚେତା ପଶିଛି । ସୁରକ୍ଷା କିଭଳି କରିହେବ ସେନେଇ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ତାହା ପୁଣି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମାଙ୍କୁ । ତେବେ ପ୍ରଶ୍ନ ଉଠୁଛି, ଏତେଦିନ ଧରି ସରକାର କାହିଁକି ଶୋଇ ରହିଥିଲେ? ଯେତେବେଳେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଗଲା, ସେତେବେଳେ ଏହି ଚିଠି ଜରିଆରେ ସରକାର ଲୋକଙ୍କୁ ଆଉ ଭୂଆଁ ବୁଲାଇବାକୁ ଚେଷ୍ଟା କରୁ ନାହାନ୍ତି ତ? ଏମିତି ଅନେକ ପ୍ରଶ୍ନ ଏବେ ସାଧାରଣରେ ଉଙ୍କି ମାରୁଛି ।
ଗତକାଲି ଲଗାଣ ବର୍ଷା ପରେ ସମସ୍ୟାର ସମାଧାନ ପାଇଁ ସହରବାସୀଙ୍କ ପାଇଁ ଏକ ହେଲ୍ପଲାଇନ ନମ୍ବର ଜାରି କାରିଥିଲେ । ଏବେ ନିଜର ଅପାରଗତାକୁ ଲୁଚାଇବାକୁ ଯାଇ ସୂର୍ଯ୍ୟ ମନ୍ଦିର ଉପରକୁ ଦୃଷ୍ଟି ଆକର୍ଷଣ କରିଛନ୍ତି ରାଜ୍ୟ ସରକାର । ବର୍ଷା ପାଣି ଜମା ହେବା ନେଇ ଏବେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗକୁ ତୁରନ୍ତ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ଟ୍ୱିଟ ଜରିଆରେ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024