କଟକ (ଏଟିଆର ବ୍ୟୁରୋ): ଜଗତସିଂହ ପୁର ଓ କଟକ ଚାଷୀଙ୍କ ଜୀବନ ରେଖା ତାଳଦଣ୍ଡା କେନାଲ । ହେଲେ ଶିଳ୍ପକ୍ଷେତ୍ରର ବର୍ଯ୍ୟବସ୍ତୁ ପାଇଁ ତାଳଦଣ୍ଡା କେନାଲ ପ୍ରଦୂଷଣ ହେଉଛି । ଏନେଇ ବିଜେଡି ସରକାର ଶିଳ୍ପ ଉଦ୍ୟୋଗୀଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି । ହୁଏତ ନବୀନ ବାବୁ ଏବଂ ଶିଳ୍ପ ଉଦ୍ୟୋଗୀଙ୍କ ସଲାସୁତୁରା ରହିଛି । ବିଜେଡି ସରକାରର ନୀତି ଭଳି କେନାଲ ମଧ୍ୟ ପ୍ରଦୂଷିତ । ଏଭଳି ଢଙ୍ଗରେ ବୟାନ ଦେଇ କଂଗ୍ରେସ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024