ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଓଲିଉଡ ଜଗତର ହାସ୍ୟ ଅଭିନେତା ଗୁଡ୍ଡୁ କରୋନା ସଂକ୍ରମିତ ହୋଇଛନ୍ତି । ଗୁଡ୍ଡୁ କହିଛନ୍ତି ୪ରୁ ୫ ଦିନ ହେବ ପ୍ରତି ସନ୍ଧ୍ୟାରେ ୭ଟାରୁ ୮ଟା ପର୍ୟ୍ୟନ୍ତ ଜ୍ୱର ଆସୁଥିଲା । ଔଷଧ ଖାଇବା ପରେ ଛାଡ଼ି ଯାଉଥିଲା । ମଙ୍ଗଳବାର ସନ୍ଧ୍ୟାରେ ଜୋର୍ରେ ଜ୍ୱର ଆସିବା ସହ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ସରକାରଙ୍କ ହେଲ୍ପଲାଇନ୍ ଏବଂ ବିଏମ୍ସିକୁ ଫୋନ୍ କରିବା ପରେ ଠିକ ଭାବେ ଯୋଗାଯୋଗ ହୋଇପାରି ନଥିଲା । ଶେଷରେ କୌଣସି ଉପାୟ ନପାଇ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟରେ କିଛି ମାତ୍ରାରେ ସୁଧାର ଆସିଛି ଓ ସେ ସୁସ୍ଥ ଅଛନ୍ତି । ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ କହିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024