ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଓଲିଉଡ ଜଗତର ହାସ୍ୟ ଅଭିନେତା ଗୁଡ୍ଡୁ କରୋନା ସଂକ୍ରମିତ ହୋଇଛନ୍ତି । ଗୁଡ୍ଡୁ କହିଛନ୍ତି ୪ରୁ ୫ ଦିନ ହେବ ପ୍ରତି ସନ୍ଧ୍ୟାରେ ୭ଟାରୁ ୮ଟା ପର୍ୟ୍ୟନ୍ତ ଜ୍ୱର ଆସୁଥିଲା । ଔଷଧ ଖାଇବା ପରେ ଛାଡ଼ି ଯାଉଥିଲା । ମଙ୍ଗଳବାର ସନ୍ଧ୍ୟାରେ ଜୋର୍ରେ ଜ୍ୱର ଆସିବା ସହ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ସରକାରଙ୍କ ହେଲ୍ପଲାଇନ୍ ଏବଂ ବିଏମ୍ସିକୁ ଫୋନ୍ କରିବା ପରେ ଠିକ ଭାବେ ଯୋଗାଯୋଗ ହୋଇପାରି ନଥିଲା । ଶେଷରେ କୌଣସି ଉପାୟ ନପାଇ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟରେ କିଛି ମାତ୍ରାରେ ସୁଧାର ଆସିଛି ଓ ସେ ସୁସ୍ଥ ଅଛନ୍ତି । ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ କହିଛନ୍ତି ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024