କଳାହାଣ୍ଡି (ଏଟିଆର ବ୍ୟୁରୋ ) ; ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ । ଚାଲିଗଲା ଗୋଟିଏ ନିରୀହ ଜିବନ । ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କୁଶୁଲା ପେଟ୍ରୋଲ ପମ୍ପ ନିକଟରେ । ଆଜି ସକାଳ ୧୦ଟା ସମୟରେ ୫୯ ନଂ ଜାତୀୟ ରାଜପଥ ଦେଇ ସ୍ଥାନୀୟ ପିପୋଲ ଗ୍ରାମର ମାନଧାତା ସାହୁ ନିଜ ସମୁଦି ଘରକୁ ଯାଉଥିବା ସମୟରେ ତାଙ୍କ ଉପରକୁ ଏକ ଟ୍ରକ ମାଡି ଯାଇଥିଲା । ଫଳରେ ମାନଧାତାଙ୍କ ମୃତ୍ୟୁ ହୋଇଛି । ଘଟଣା ସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବାର ସୁଚନା ମିଳିଛି । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ ଟି ଏଆରଏସଏସ ଠିକା କମ୍ପାନୀ ର ବୋଲି ଜଣା ପଡିଛି । ସେପଟେ ଦୁର୍ଘଟଣା କୁ ନେଇ ସ୍ଥାନୀୟ ଆଞ୍ଚଳରେ ଉତ୍ତେଜନା ସହ ଲୋକମାନେ ଟ୍ୟାୟାର ଜାଳି ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ତେବେ ଘଟଣାସ୍ଥଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛିି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024