କଳାହାଣ୍ଡି ( ଏଟିଆର ବ୍ୟୁରୋ ) ; କେନାଲରେ ଗାଧେଉଥିବା ବେଳେ ନିଖୋଜ ହେଲେ ଛାତ୍ର । କଳାହାଣ୍ଡି ଜିଲ୍ଲା ଜୟପାଟଣା ରାଣିବାହାଲ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ରାଣିବାହାଲ ଗ୍ରାମର ତରୁଣ ହରିଜନ ନାମକ ଜଣେ ଛାତ୍ର ସ୍ଥାନୀୟ ଇନ୍ଦ୍ରାବତୀ କେନଲକୁ ଗାଧେଇବା ପାଇଁ ଯାଇଥିଲେ କିନ୍ତୁ କିଛି ସମୟ ପରେ ତାଙ୍କର କୌଣସି ଖୋଜ ଖବର ମିଳିନଥିଲା । ଛାତ୍ର ଜଣକ ସ୍ଥାନୀୟ ଇନ୍ଦ୍ରାବତୀ ମହାବିଦ୍ୟାଳୟର ଯୁକ୍ତ ୩ ର ଛାତ୍ର ବୋଲି ଜଣାପଡିଛି । ଏ ନେଇ ଜୟପାଟଣା ଥାନାରେ ଏକ ମାମଲା ରୁଜୁ ହୋଇଛି । ଅନ୍ୟପଟେ ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଖୋଜା ଖୋଜି ଆରମ୍ଭ କରିଥିଲେ ହେଁ ଏଯାଏଁ ଛାତ୍ରଟିକୁ ଉଦ୍ଧାର କରିପାରିନଥିବା ଜଣାପଡିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024