କଟକ (ଏଟିଆର ବ୍ୟୁରେ ) ; କଟକର ଷ୍ଟାର୍କ ଜିମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଆନ୍ତର୍ଜାତିୟ ବଡି ବିଲଡର ମିଷ୍ଟର ୟୁନିଭର୍ସ ସଂଗ୍ରାମ ଚୌଗୁଲେ । ଏହି ଅବସରରେ ଯୁବପିଢୀମାନଙ୍କ ସହ ସୁନ୍ଦର ଶରୀର ଗଠନରେ ଆବଶ୍ୟକ ନୂଆ ନୂଆ ଟିପ୍ସ ସମ୍ବନ୍ଧରେ ଆଲୋଚନା କରିଛନ୍ତି ଏହି ଆନ୍ତର୍ଜାତିୟ ବଡି ବିଲ୍ଡର । ଏହାସହ ଯୁବପିଢୀଙ୍କୁ ଫିଟନେସର ମନ୍ତ୍ର ଦେଇଛନ୍ତି ସଂଗ୍ରାମ । କଟକ ଭଳି ସହରରେ ଯୁବପିଢୀଙ୍କ ଜିମ ପ୍ରତି ଆଗ୍ରହକୁ ଦେଖି ସେ ପ୍ରଶଂସା କରିଛନ୍ତି । ଅଧିକ ଜାଣିବା ପାଇଁ ଦେଖନ୍ତୁ ଭିଡିଓ……..
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024