ଭୁବନେଶ୍ୱର (ଏଟିଆର ବ୍ୟୁରୋ ) ; ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପୁଣି ଆସିଲା ସାଙ୍ଗାତିକ ଅଭିଯୋଗ । ଓଡିଆ ଫିଲ୍ମ ନିର୍ଦ୍ଦେଶକ ଦିଲ୍ଲୀପ ପଣ୍ଡାଙ୍କ ନାମରେ ଆସିଛି ମାନସିକ ନିର୍ଯ୍ୟାତନା ଅଭିଯୋଗ । ଏଭଳି ଅଭିଯୋଗ କରିଛନ୍ତି ବଙ୍ଗୀୟ ଅଭିନେତ୍ରୀ ଏଲସା ଷୋସ । ଫିଲ୍ମ ତୁ ମୋ ସୁନା ଚଢେଇର ଅଡିଓ ରିଲିଜ ସମୟରେ ନିଦ୍ଦେଶକ ଓ ଅଭିନେତ୍ରୀ ଏଲସାଙ୍କ ସହ ଯୁକ୍ତିତର୍କ ହୋଇଥିଲା । ଫିଲ୍ମରୁ ଏଲସାଙ୍କ କିଛି ଦୃଶ୍ୟକୁ ନିର୍ଦ୍ଦେଶକ କାଟିଦେଇଥିବା ଏଲସା ଅଭିଯୋଗ କରିଛନ୍ତି । ଖାଲି ସେତିକି ନୁହେଁ , ଫିଲ୍ମର ମୁଖ୍ୟ ନାୟିକା ଭାବେ ରୋଲ କରିବାକୁ ନିର୍ଦ୍ଦେଶକ ଏଲସାଙ୍କୁ ଆଣିଥିବା ବେଳେ ପରେ ଫିଲ୍ମର କାହାଣୀ ପରିବତ୍ତବ କରି ତାଙ୍କୁ ନିର୍ଦ୍ଦେଶକ ଦିଲ୍ଲୀପ ପଣ୍ଡା ଅଣଦେଖା କରିଥିବାର ଅଭିଯୋଗ କରିଛନ୍ତି ଏଲସା । ତେବେ ଅଧିକ ଜାଣିବା ପାଇଁ ଦେଖନ୍ତୁ ଏ ଭିଡିଓ ……
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024