ଢେଙ୍କାନାଳ ( ଏଟିଆର ବ୍ୟୁରୋ) : ମରଣ ଏମିତି ବି ଆସିପାରେ । ମତଦାନ କରେଇବାକୁ ଆସଥିଲେ ଚାଲିଗଲା ଜୀବନ । କାମ କରୁଥିଲେ ହଠାତ ଟଳିପଡିଲେ । ମରଣ କାହା ପାଖକୁ କେମିତି ଆସେ ତା କାହାକୁ ବା ଜଣା । ଢେଙ୍କାନାଳ ପର୍ଜଙ୍ଗ ନିର୍ବାଚନ ମଣ୍ଡଳି ୪୧ ନଂ ବୁଥରେ ଏମିତି ଅଭାବନୀୟ ଘଟଣା ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ନାମ ନବ କିଶୋର ନାୟକ ବୋଲି ଜଣାପଡିଛି । ସୂଚନା ଅନୁସାରେ ସେ କାମ କରୁଥିବା ସମୟରେ ହଠାତ ବୁଥ ଭିତରେ ଟଳି ପଡିଥିଲେ ପରେ ସେଠାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ଚକିତ୍ସାଧିନ ଅବସ୍ଥାରେ ସେଠାରେ ଡାକ୍ତର ତାଙ୍କୁ ସେଠାରେ ମୃତ୍ୟୁ ବୋଲି ଘୋଷଣା କରିଥିଲେ । ମୃତ ନବ କିଶୋର ହିନ୍ଦୋଳ ଅଞ୍ଚଳର ବୋଲି ଜଣାପଡିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024