ଭୁବନେଶ୍ୱର (ଏଟିଆର ବ୍ୟୁରୋ); ବସ୍ତିରେ ବୋମାମାଡ ଅଳ୍ପକେ ବର୍ତ୍ତିଲା ଜୀବନ । ତେବେ ଏଭଳି ଏକ ଆତଙ୍କିତ ଘଟଣା ଘଟିଛି ରାଜଧାନୀର ଏକ ବସ୍ତିରେ । ଏହି ଘଟଣା ଜାଣିବା ପରେ ଘଟଣାସ୍ଥଳରେ ପୋଲିସ ତନାଘନା ଚଳାଇଛି । ପୋଲିସ ରିପୋର୍ଟ ଅନୁସାରେ ମଙ୍ଗଳବାର ଦିନ ପଥରବନ୍ଧ ବସ୍ତିରେ ଏକ ଘର ଉପରୁ ଦୁର୍ବୃତ୍ତମାନେ ସିରିଜ ବୋମାମାଡ କରିଛନ୍ତି । ତେବେ ବୋମାମାଡ କରିବା ପରେ ଫେରାର ହୋଇଯାଇଛନ୍ତି ଅଭିଯୁକ୍ତମାନେ ।
ପୋଲିସର ପ୍ରାଥମିତ ତଦନ୍ତରୁ ଜଣାପଡିଛି କି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ବୋମାମାଡ ହୋଇଛି । ତେବେ ଭଗବାନଙ୍କ ଦୟାରୁ କାହାର କିଛି କ୍ଷତି ହୋଇନାହିଁ । କିନ୍ତୁ ବୋମାମାଡ ପରେ ଭୟଭିତ ହୋଇପଡିଛନ୍ତି ବସ୍ତି ବାସିନ୍ଦା ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024