ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମହାନଦୀ ଜଳ ବିବାଦ ମାମଲାରେ ଶନିବାର ଦିନ ଶେଷ ହୋଇଛି ଶୁଣାଣି । ଦୁଇ ପକ୍ଷକୁ ସମୟ ନିର୍ଦ୍ଧାରଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମହାନଦୀ ଜଳ ବିବାଦ ଟ୍ରିବୁନାଲ । ଆସନ୍ତା ମାସ ଡ଼ିସେମ୍ବର ୫ ତାରିଖରେ ଏହାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସମୟ ନିର୍ଦ୍ଧାରଣ କରାଯାଇଛି । ବିଜୁ ଜନତା ଦଳର ମୁଖ୍ୟ ପ୍ରମିଳା ମଲ୍ଲିକ କହିଛନ୍ତି କେନ୍ଦ୍ରର ଯେଉଁ ଦଳ ସରକାରକୁ ଆସୁଛି ସେ ଓଡ଼ିଶାକୁ ଉପେକ୍ଷା କରୁଛି । ଏବଂ କଂଗ୍ରେସ ଓ ବିଜେପି ପରସ୍ପରକୁ ଦୋଷଦେବା କୁ ମଧ୍ୟ ପଛଘୁଞ୍ଚା ଦେଉନାହାନ୍ତି । ବିଜେପି ନେତା ପ୍ରଦୀପ ପୁରୋହିତ କହିଛନ୍ତି, ଛତିଶଗଡ଼ରେ କଂଗ୍ରେସ ଶାସନ ଚାଲିଛି । ଏ ପ୍ରସଙ୍ଗରେ ଦଳ ନିଜର ଦୋଷ ଲୁଚାଇବା ପାଇଁ ବିଜେଡ଼ି ଓ କଂଗ୍ରେସକୁ ସମାଲୋଚନା କରିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024