ଭୁବନେଶ୍ୱର (ଏଟିଆର ବ୍ୟୁରୋ):ଭାରତ ପାଇଁ ହ୍ୟୁମାନ୍ ରୋଭର ଚ୍ୟାଲେଂଜରେ ଯୋଗ ଦେବେ ଓଡ଼ିଶାର ଏକ ଟିମ୍ । ପ୍ରଥମ ଥର ପାଇଁ ସ୍କୁଲ ପିଲାଙ୍କୁ ନେଇ ଏକ ଟିମ ବଛାଯାଇଛି ।୮ଶହ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ଓଡ଼ିଶାର ୧୦ ଜଣ ପିଲାଙ୍କୁ ନେଇ ଏହି ଟିମ୍ ଗଠନ କରାଯାଇଛି । ଛାତ୍ରଛାତ୍ରୀମାନେ ଏଭଳି ଏକ ହ୍ୟୁମାନ ରୋଭର ତିଆର କରିବେ ଯାହା ମଙ୍ଗଳ ପୃଷ୍ଠରେ ଚାଲିପାରିବ ।ସ୍କୁଲ ପିଲାଙ୍କ ସମେତ ଆଇଆଇଟି ଛାତ୍ରଛାତ୍ରୀମାନେ ମଧ୍ୟ ଯୋଗ ଦେବେ ।ଏ ନେଇ ଛାତ୍ରଛାତ୍ରୀମାନଙ୍କ ରେ ବେଶ ଉତ୍ସାହ ଦେଖାଦେଇଛି । ଏପ୍ରିଲ ମାସରେ ଏହି ପ୍ରତିଯୋଗିତା ହେବ । ରୋଭର ପ୍ରସ୍ତୁତି ୪ ରୁ ୫ ମାସ ମଧ୍ୟରେ ଶେଷ କରିବେ ବୋଲି ଛାତ୍ରଛାତ୍ରୀମାନ ଲକ୍ଷ୍ୟ ରଖିଛନ୍ତି । ବିଶ୍ୱର ବିଭିନ୍ନ ସ୍ଥାନରୁ ଅନେକ ଟିମ ଆସି ଏହି ପ୍ରତିଯୋଗିତା କରିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024