ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି ପରେ ୧୧ ଟ୍ରେନ ବାତିଲ ହୋଇଛି । ବାତିଲ ହୋଇଥିବା ଟ୍ରେନ ମଧ୍ୟରେ ରହିଛି ଭୁବନେଶ୍ବର-ହାୱଡ଼ା ଜନ ଶତାବ୍ଦୀ ଏକ୍ସପ୍ରେସ, ହାୱଡା-ଭୁବନେଶ୍ବର ଜନ ଶତାବ୍ଦୀ ଏକ୍ସପ୍ରେସ୍, ପୁରୀ-ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସ୍, ଶାଲିମାର-ପୁରୀ ଧଉଳି ଏକ୍ସପ୍ରେସ୍, ପୁରୀ-ବାଙ୍ଗିରିପୋଷି ଏକ୍ସପ୍ରେସ୍, ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ୍, ପୁରୀ-ସାନ୍ତ୍ରାଗାଛି ସ୍ପେଶାଲ, ଚେନ୍ନାଇ-ଶାଲିମାର କରମଣ୍ଡଳ ଏକ୍ସପ୍ରେସ୍, ଏସଏମଭିଟି ବେଙ୍ଗାଲୁରୁ-ଗୌହ୍ବାଟି, ହାୱଡା-ପୁରୀ ଶତାବ୍ଦୀ ଏକ୍ସପ୍ରେସ୍, ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ୍, ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024