ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଆଜି ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ । ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନରେ ୭୦.୨୧ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି । ଆଜି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ସେହିଭଳି ମୋଟ ୩୮୩୦୧ ଜଣ ଛାତ୍ର ପାସ କରିଥିବା ବେଳେ , ୩୦,୦୭୩ ଜଣ ଛାତ୍ରୀ ପାସ କରିଛନ୍ତି ।
ଚଳିତ ବର୍ଷ ସର୍ବମୋଟ ୯୭,୩୭୭ ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮, ୩୭୪ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ସବୁଠାରୁ ବଡ କଥା ହେଉଛି ଚଳିତ ବର୍ଷ ୧୫ ଟି ଜୁନିଅର କଲେଜରେ କୌଣସି ପିଲା ପାସ କରି ନାହାନ୍ତି । ଏହି ସବୁ ସ୍କୁଲକୁ କାରଣ ଦର୍ଶାଅ ନୋଟିସ ଜାରି କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ଦାସ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024