ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ଗୋଟାଏ ଦିନରେ ରାଜ୍ୟରେ ୨୩୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ହଜାର ୫୩୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
The discharged cases of 20.06.2020 are:
70 from Cuttack
54 from Khurdha
20 from Jagatsinghpur
19 from Kandhamal
17 from Ganjam
9 each from Bhadrak and Mayurbhanj
8 from Keonjhar
7 each from Dhenkanal and Puri
4 each from Kendrapara and Nayagarh— H & FW Dept Odisha (@HFWOdisha) June 20, 2020
ଆଜି ସୁସ୍ଥ ହୋଇଥିବା ମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୭୦, ଖୋର୍ଦ୍ଧାରୁ ୫୪, ଜଗତସିଂହପୁରରୁ ୨୦, କନ୍ଧମାଳରୁ ୧୯, ଗଞ୍ଜାମରୁ ୧୭, ଭଦ୍ରକ ଓ ମୟୂରଭଞ୍ଜରୁ ୯ ଜଣ ଲେଖାଏଁ , କେନ୍ଦୁଝରରୁ ୮, ଢେଙ୍କାନାଳ ଓ ପୁରୀରୁ ୭ ଜଣ ଲେଖାଏଁ, କେନ୍ଦରପଡା ଓ ୂୟାଗଡରୁ ୪ ଜଣ ଲୋଖାଏଁ ସୁସ୍ଥ ହୋଇଛନ୍ତି । ସୂଚନା ଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪ ହଜାର ୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ହୋଇଛି ।