ବିଜେଡି ନେତା ଜଗନ୍ନାଥ ରାଜୁଙ୍କ ଗାଡିରୁ ଟଙ୍କା ଜବତ ହୋଇଛି । ସୂଚନା ଅନୁସାରେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଗଠିତ ଫ୍ଲାଇ ସ୍କ୍ୱାର୍ଡ ଟଙ୍କା ଜବତ କରିଛି । ପ୍ରଥମେ ଫ୍ଲାଇ ସ୍କ୍ୱାର୍ଡ ଆଖିରେ ଧୁଳି ଦେଇ ଜଗନ୍ନାଥଙ୍କ ଗାଡି ଖସି ଯିବାକୁ ଚେଷ୍ଟା କରୁଥିଲା । ପରେ କିଛି ବାଟରେ ତାଙ୍କ ଗାଡି ଦୂର୍ଘଟଣା ହେବାରୁ ସେଠାରେ ଫ୍ଲାଇ ସ୍କ୍ୱାର୍ଡ ଗାଡିକୁ ଜବତ କରିଥିଲେ । କେତେ ଟଙ୍କା ଜବତ ହୋଇଛି ଏ ପର୍ଯ୍ୟନ୍ତ ସଠିକ ହିସାବ ମିଳିନାହିଁ । ଜଗନ୍ନାଥ ଏତେ ଟଙ୍କା କୁଆଡେ ଓ କାହିଁକି ନେଉଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024