ପାରାଦୀପ(ଏଟଆର ବ୍ୟୁରୋ):ଟ୍ରକ ଉପରେ ଛିଡି ପଡିଲା ୩୩ କେଭିର ବିଦ୍ୟୁତ୍ ତାର । ପାରାଦୀପର କାଠଗଡା ନିକଟରେ ଘଟିଛି ଏହି ଅଭାବନୀୟ ଘଟଣା । ଗତକାଲି ରାତିରେ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକ ଭିତରେ ଡ୍ରାଇଭର ଓ ହେଲପର ଶୋଇଥିବା ବେଳେ ହଠାତ ଏକ ଶବ୍ଦ ହେବାରୁ ସେ ଦୁହେଁ ବାହାରକୁ ଚାଲି ଆସିଥିଲେ । ସେମାନେ ବାହାରକୁ ଆସି ଦେଖନ୍ତି ତ ଏକ ୩୩ କେଭିର ବିଦ୍ୟୁତ ତାର ଛିଡିକରି ତାଙ୍କ ଟ୍ରକ ଉପରେ ପଡିଛି । ଦୁଇଜଣ ଟ୍ରକ ବାହକୁ ଚାଲି ଆସିଥିବାରୁ ସେମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ । ଘଟଣାସ୍ଥଳରେ ବିଦ୍ୟୁତ୍ କର୍ମଚାରୀମାନେ ପହଞ୍ଚି ବିଦ୍ୟୁତ୍ ସଂଯୋଗ ବନ୍ଦ କରିବା ସହ ବିଦ୍ୟୁତ୍ ତାରକୁ ଗାଡିରୁ ସୁରକ୍ଷିତ ଭାବେ କାଢିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024