ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ରାଜ୍ୟ ଗୃହ ବିଭାଗ ପକ୍ଷରୁ ପୋଲିସ ବିଭାଗର ୮ଜଣ ଅତିରିକ୍ତ ଏସପିଙ୍କୁ ଏସପି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏସପି ପାହ୍ୟାକୁ ପ୍ରଦୋନ୍ନତି ପାଇଥିବା ଅଧିକାରୀମାନେ ପ୍ରତାପ କୁମାର ସ୍ୱାଇଁ, ନାରାୟଣ ପଣ୍ଡା, ହରେକୃଷ୍ଣ ବେହେରା, ଯଶୋବନ୍ତ ସେନାପତି, ଅମରେନ୍ଦ୍ର ରଣା, ନାରାୟଣ ମହାନ୍ତି, ପ୍ରଦୀପ କୁମାର ଦାସ ଓ ମନୋଜ କୁମାର ମହନ୍ତ ଅଛନ୍ତି । ଉକ୍ତ ଅଧିକାରୀମାନଙ୍କୁ ପଦୋନ୍ନତି ବୋର୍ଡ ପକ୍ଷରୁ ଅନୁମୋଦନ ମିଳିବା ପରେ ଏସିପି ପାହ୍ୟାରେ ନିଯୁକ୍ତ କରାଯାଇଛି । ଏସିପି ପାହ୍ୟାକୁ ପଦୋନ୍ନତି ହେବା ପରେ ଅନ୍ୟ ସମସ୍ତ ପୋଲିସ ଅଧିକାରୀଙ୍କ ଅଦଳବଦଳ ହେବାର ସମ୍ଭାବନା ରହିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024