ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ୫ ଟାରେ ବସିବ ବୈଠକ । ଏଥିରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିପାରେ ।
ଏହାସହିତ ଏହି ବୈଠକରେ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଆଗତ ହେବାକୁ ଥିବା ବଜେଟ୍ ଅନୁମୋଦନ ମିଳିପାରେ ।