ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଗକୁ ବିଧାନସଭାର ଅଧିବେଶନ ହେବାକୁ ଯାଉଛି । ତେବେ ରାଜ୍ୟରେ ଯେଉଁଭଳି ମାହାମାରୀ କରୋନା ଦିନକୁ ଦିନ ନିଜର କାୟା ବିସ୍ତାର କରିବାରେ ଲାଗିଛି ତାହା ସମସ୍ତଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଅନେକ ବିଧାୟକ ଓ ମନ୍ତ୍ରୀ କରୋନା ସଂକ୍ରମିତ ହୋଇଥିବା ବେଳେ ଆଗକୁ ହେବାକୁ ଥିବା ବିଧାନସଭା ଅଧିବେଶନେ ଯେପରି ଏହି ସଂକ୍ରମଣ ନବ୍ୟାପିବ ସେଥିପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି ।
ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କ କୋଭିଡ ଟେଷ୍ଟ କରାଯିବ । ଏହି କୋଭିଡ ପରୀକ୍ଷା ଆସ୍ତା ୨୭ ଓ ୨୮ ତାରିଖ ଦୁଇ ଦିନ ଧରି ହେବ । ପରୀକ୍ଷା ସକାଳ ସାଢେ ୭ଟାରେ ଆରମ୍ଭ ହୋଇ ୯ଟା ଯାଏଁ ଚାଲିବ । ଖାଲି ସେତିକି ନୁହେଁ ଅକ୍ଟୋବର ୪ରେ ପୁଣି ଆଉ ଥରେ ସମସ୍ତଙ୍କର କୋଭିଡ ଟେଷ୍ଟ କରାଯିବ । ଏହାସହ ବିଧାନସଭା ଅଧିବେଶନ ସମୟରେ କୌଣସି ବିଧାୟକ ଅସୁସ୍ଥ ଅନୁଭବ କଲେ ତେବେ ତାଙ୍କର ତୁରନ୍ତ ଆଣ୍ଟିଜେନ ଟେଷ୍ଟ କରାଯିବ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024