ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଗକୁ ବିଧାନସଭାର ଅଧିବେଶନ ହେବାକୁ ଯାଉଛି । ତେବେ ରାଜ୍ୟରେ ଯେଉଁଭଳି ମାହାମାରୀ କରୋନା ଦିନକୁ ଦିନ ନିଜର କାୟା ବିସ୍ତାର କରିବାରେ ଲାଗିଛି ତାହା ସମସ୍ତଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଅନେକ ବିଧାୟକ ଓ ମନ୍ତ୍ରୀ କରୋନା ସଂକ୍ରମିତ ହୋଇଥିବା ବେଳେ ଆଗକୁ ହେବାକୁ ଥିବା ବିଧାନସଭା ଅଧିବେଶନେ ଯେପରି ଏହି ସଂକ୍ରମଣ ନବ୍ୟାପିବ ସେଥିପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି ।
ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କ କୋଭିଡ ଟେଷ୍ଟ କରାଯିବ । ଏହି କୋଭିଡ ପରୀକ୍ଷା ଆସ୍ତା ୨୭ ଓ ୨୮ ତାରିଖ ଦୁଇ ଦିନ ଧରି ହେବ । ପରୀକ୍ଷା ସକାଳ ସାଢେ ୭ଟାରେ ଆରମ୍ଭ ହୋଇ ୯ଟା ଯାଏଁ ଚାଲିବ । ଖାଲି ସେତିକି ନୁହେଁ ଅକ୍ଟୋବର ୪ରେ ପୁଣି ଆଉ ଥରେ ସମସ୍ତଙ୍କର କୋଭିଡ ଟେଷ୍ଟ କରାଯିବ । ଏହାସହ ବିଧାନସଭା ଅଧିବେଶନ ସମୟରେ କୌଣସି ବିଧାୟକ ଅସୁସ୍ଥ ଅନୁଭବ କଲେ ତେବେ ତାଙ୍କର ତୁରନ୍ତ ଆଣ୍ଟିଜେନ ଟେଷ୍ଟ କରାଯିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024