ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରୁ ଆଜି ସୁସ୍ଥ ହୋଇଛନ୍ତି ୩୮୮ ଜଣ ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୩୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 388 #COVID19 patients have recovered and are being discharged on 11.7.2020.
187 from Ganjam
37 from Khurdha
31 from Keonjhar
27 from Jajpur
26 from Cuttack
18 from Nayagarh
16 from Puri
14 from Sambalpur
11 from Balasore
8 from Angul
6 from Kendrapara— H & FW Dept Odisha (@HFWOdisha) July 11, 2020
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଳପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୁଳରୁ ୮, କେନ୍ଦ୍ରାପଡାରୁ ୬, ଗଜପତି ଓ ଝାଡସୁଗୁଡାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ ଓ ଦେଓଝରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।
2 each from Gajapati & Jharsuguda
1 each from Bargarh, Bhadrak & DeogarhThe total recovered cases of Odisha now stand at 8360.
— H & FW Dept Odisha (@HFWOdisha) July 11, 2020
ସୂଚନା ଯୋଗ୍ୟ ଆଜି ରାଜ୍ୟରୁ ୫୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୫୨୬ରେ ପହଞ୍ଚିଛି । ସେହିଭଲି ରାଜ୍ୟରେ ୬୧ ଜଣଙ୍କ ଜୀବନ ନେଲାଣି କରୋନା ମହାମାରୀ ।