ଭୁବନେଶ୍ୱର(ଏଟିଆର ବ୍ୟୁରୋ): ବୁଧବାରଠାରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିଲା ଲଘୁଚାପ ଓ ଏହାର ପ୍ରଭାବରୁ ସାରା ଓଡ଼ିଶା ପ୍ରବଳ ବର୍ଷାରେ ଭିଜୁ ଥିବାବେଳେ ଆସନ୍ତା ରବିବାରକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଲକ୍ଷଣ ଦେଖାଯାଇଛି । ଏହା ଫଳରେ ଓଡ଼ିଶାରେ ଲାଗିରହିଥିବା ବର୍ଷା ଆଗାମୀ ପ୍ରାୟ ଏକ ସପ୍ତାହ ପର୍ୟ୍ୟନ୍ତ ଚାଲିବାର ସମ୍ଭାବନା ରହିଛି ।
ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୩ ତାରିଖ ରବିବାର ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର, ଉପକୂଳ ଜିଲ୍ଲା ସମେତ ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି, ମୟୁରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024