ଭୁବନେଶ୍ୱର (ଏଟିଆର ବ୍ୟୁରୋ): ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଭୁବନେଶ୍ୱର କୋର୍ଟରୁ ଏକାଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ବିଏମସି ପକ୍ଷରୁ ୭ ଦିନ ପାଇଁ କୋର୍ଟ କମ୍ପ୍ଲେକ୍ସକୁ ସିଲ୍ କରି ଦିଆଯାଇଛି । ଏହି ସମୟରେ କେବଳ ବିଏମସି କର୍ମଚାରୀଙ୍କ ବ୍ୟତିତ ବାହାର ଲୋକଙ୍କୁ କୋର୍ଟ କମ୍ପେଲକ୍ସକୁ ଭିତରକୁ ଯିବାକୁ ଅନୁମତି ନାହିଁ ।
କରୋନା ପିଜିଟିଭ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏଭଳି ନିଷ୍ପତି ନିଆଯିବା ସହ ଏପ୍ରିଲ ୨୯ରୁ ମେ ୫ ତାରିଖ ଯାଏଁ କୋର୍ଟ କମ୍ପେ୍ଲକ୍ସକୁ ସିଲ୍ କରାଯାଇଛି । ଏହି ସମୟରେ କୋର୍ଟ ପରିସରକୁ ସାନିଟାଇଜ କରାଯିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024