ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନା ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମଙ୍ଗଳବାର ହୋଇଥିବା ସମୀକ୍ଷା ବୈଠକରେ ଏହି ନିର୍ଦ୍ଦେଶ ଦେଇଥିବା ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।
ସ୍ଥିତି ନିୟନ୍ତ୍ରଣରେ ଥିଲେ ମଧ୍ୟ ନଜର ରଖିବାକୁ କୁହାଯାଇଛି । ଏହାସହିତ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତଙ୍କୁ ନିବେଦନ ମାସ୍କ ବ୍ୟବହାର କରନ୍ତୁ । ଏହି ଭାରିଆଣ୍ଟ ହେଉଛି ଓମିକ୍ରନ୍ ର ସବ୍ ଭାରିଆଣ୍ଟ ।