ଭୁବନେଶ୍ୱର (ଏଟିଆର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ପକ୍ଷରୁ ଆଗୁଆ ପ୍ରସ୍ତୁତି । ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ।
ଏହି ବୈଠକରେ ସମ୍ଭାବ୍ୟ ବାତ୍ୟା ନେଇ ଆଲୋଚନା ହେବ । ଏଥିରେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ୱାଟକୋ ସମେତ ବିଏମସିର ଉଚ୍ଚ ପଦାଧୀକାରୀ ଯୋଗ ଦେବେ ।