ଭଦ୍ରକ (ଏଟିଆର ବ୍ୟୁରୋ); ଗଡିଆରେ ଖସି ପଡି ଚାଲିଗଲା ୮ ବର୍ଷ ବାଳକର ଜୀବନ । ମୃତ ବାଳକ ହେଲେ ବଳରାମ ମାଝୀଙ୍କ ପୁଅ ଲିପୁ । ତାଙ୍କ ଘର ଭଦ୍ରକ ଜିଲ୍ଳା ଗ୍ରାମଞ୍ଚଳ ଥାନା ଅଧିନସ୍ଥ ବିଜେଗଙ୍ଗାପୁର ଗାଁରେ । ଲିପୁର ମୃତ୍ୟୁ ଖବର ପାଇବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁଯାୟୀ ବାରିପଟେ ଥିବା ଗଡିଆରେ ଗୋଡ ଖସି ମୃତ୍ୟୁ ହୋଇଥିବା ଅନୁମାନ କରାଯାଇଛି ।
ଶନିକାର ପୂର୍ବାହ୍ନରେ ଲିପୁକୁ ଘରେ ନପାଇ ମା ବହୁତ ଖୋଜା ଖୋଜି କରିତିଲେ । ପରେ ବାରି ପଟେ ଥିବା ଗାଡିଆରେ ଲିପୁ ଭାସୁଥିବା ଦେଖିଥିଲେ । ସଙ୍ଗେ ସଙ୍ଗେ ପାଣିରୁ ଉଦ୍ଧାର କରି ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ତେବେ ତାଙ୍କୁ ମୃତ ଅବସ୍ଥାରେ ସେଠାକୁ ନେଇଥିବା ଡାକ୍ତର କହିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024