ବୈାଦ୍ଧ (ଏଟିଆର ବ୍ୟୁରୋ); ଦିନକୁ ଦିନ ବଢ଼ି ଚାଲିଛି ବସ୍ ଦୁର୍ଘଟଣା । କେବେ କଟକ ତ କେବେ ନୟାଗଡ । ତେବେ ପୁଣି ଏକ ଦୁର୍ଘଟଣାର ଦୃଶ୍ୟ ନଜରକୁ ଆସିଛି ବୈାଦ୍ଧ ଜିଲ୍ଲାରୁ । ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ହେବା ସହ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ଖରିଆର ରୋଡର ଶାରଦା ପ୍ରଶନ୍ନ ବଲ୍ଲ । ଆହତ ମାନଙ୍କୁ ବୈାଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ କଟକରୁ ଖରିଆର ଯାଉଥିବା ଜୟମାତାଦୀ ଶୈଳ ପୂତ୍ରୀ ବସ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଗାଡି ନମ୍ବର ହେଲା ଡି ୨୦ ସି ୯୮୭୭ । ତେବେ ଏହି ଦୁର୍ଘଟଣା ସିଲାପାଲୀ ଛକରେ ଘଟିଛି । ଦୁର୍ଘଟଣା ଖବର ପାଇବା ପରେ ଘଟଣାସ୍ଥଳରେ ଦମକଳ ବାହିନୀ ପହଁଞ୍ଚି ଉଦ୍ଧାର କରିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024