ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମୁଖ୍ୟମମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ସ୍ଥିତର ପରୀକ୍ଷା କରିବେ । ଅପରାହ୍ୱ ସାଢେ ୫ଟାରେ କୋଭିଡ ସ୍ଥିତିର ପରୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଆରକେ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।
ରାଜ୍ୟରେ ଏବେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଏବେ ୫ ହଜାର ମୁହଁ । ଏହାକୁ ଦୃଷ୍ଟିରେ ରଖି ପୂର୍ବରୁ ମୁଖ୍ୟମନ୍ତ୍ରୀ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ ଏବେ ପୁଣି ଆଉ ଥରେ ସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ ।