ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 28th Oct
New Positive Cases: 42
Of which 0-18 years: 6
In quarantine: 24
Local contacts: 18(Details of local contacts will be shared by concerned District)
1. Balangir: 2
2. Cuttack: 3
3. Jagatsinghpur: 3
4. Kalahandi: 1
5. Khurda: 2
6. Koraput: 1— I & PR Department, Odisha (@IPR_Odisha) October 29, 2022
7. Mayurbhanj: 1
8. Nawarangpur: 3
9. Nayagarh: 2
10. Puri: 3
11. Sambalpur: 2
12. Sonepur: 1
13. Sundargarh: 18New recoveries: 55
Cumulative tested: 33821615
Positive: 1336086
Recovered: 1326524
Active cases: 306— I & PR Department, Odisha (@IPR_Odisha) October 29, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୦୮୬ ରହିଥିବା ବେଳେ ୩୦୬ ଜଣ ଚିକିତ୍ସିତ ହେଉଛନ୍ତି ।