ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 30th Oct
New Positive Cases: 15
Of which 0-18 years: 2
In quarantine: 9
Local contacts: 6(Details of local contacts will be shared by concerned District)
1. Balasore: 1
2. Balangir: 1
3. Deogarh: 3
4. Jajpur: 1
5. Kalahandi: 1
6. Puri: 4— I & PR Department, Odisha (@IPR_Odisha) October 31, 2022
7. Sambalpur: 1
8. Sonepur: 1
9. Sundargarh: 2New recoveries: 40
Cumulative tested: 33836874
Positive: 1336132
Recovered: 1326621
Active cases: 255— I & PR Department, Odisha (@IPR_Odisha) October 31, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୧୩୨ ରହିଥିବା ବେଳେ ୨୫୫ ଜଣ ଚିକିତ୍ସିତ ହେଉଛନ୍ତି ।