ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 13th April
New Positive Cases: 11
Of which 0-18 years: 1
In quarantine: 7
Local contacts: 4(Details of local contacts will be shared by concerned Dist)
1. Balangir: 2
2. Gajapati: 1
3. Kendrapada: 1
4. Khurda: 3
5. Puri: 1
6. Sambalpur: 2
7. Sundargarh: 1— I & PR Department, Odisha (@IPR_Odisha) April 14, 2022
New recoveries: 19
Cumulative tested: 30990717
Positive: 1287885
Recovered: 1278588
Active cases: 122— I & PR Department, Odisha (@IPR_Odisha) April 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୮୫ ରହିଥିବା ବେଳେ ୧୩୦ ଜଣ ଚିକିତ୍ସିତ ହେଉଛନ୍ତି ।