ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 12th May
New Positive Cases: 19
Of which 0-18 years: 6
In quarantine: 11
Local contacts: 8(Details of local contacts will be shared by concerned District)
1. Balasore: 1
2. Cuttack: 1
3. Gajapati: 5
4. Khurda: 4— I & PR Department, Odisha (@IPR_Odisha) May 13, 2022
5. Nuapada: 6
6. Sambalpur: 1
7. State Pool: 1New recoveries: 33
Cumulative tested: 31500589
Positive: 1288272
Recovered: 1278972
Active cases: 121— I & PR Department, Odisha (@IPR_Odisha) May 13, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୨୭୨ ରହିଥିବା ବେଳେ ୧୨୧ ଜଣ ଚିକିତ୍ସିତ ହେଉଛନ୍ତି ।