ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 2
8. Jagatsinghpur: 10
9. Jajpur: 15
10. Jharsuguda: 1
11. Kendrapada: 8
12. Keonjhar: 1
13. Khurda: 181
14. Koraput: 2
15. Mayurbhanj: 3
16. Nawarangpur: 2
17. Nayagarh: 6
18. Nuapada: 1
19. Puri: 6
20. Sambalpur: 5
21. Sonepur: 1— I & PR Department, Odisha (@IPR_Odisha) November 4, 2021
22. Sundargarh: 3
23. State Pool: 44New recoveries: 416
Cumulative tested: 22240815
Positive: 1042773
Recovered: 1030442
Active cases: 3931— I & PR Department, Odisha (@IPR_Odisha) November 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୧୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୭୭୩ ରହିଥିବା ବେଳେ ୩୯୩୧ ଜଣ ଚିକିତ୍ସିତ ହେଉଛନ୍ତି ।